ଉତ୍ତରାଖଣ୍ଡ ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ , ରାଜ୍ୟକୁ ୧୨ ଶହ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଡେରାଡୁନ୍‍ରେ ଉତ୍ତରାଖଣ୍ଡର ପ୍ରଭାବିତ ଅଞ୍ଚଳରେ ବନ୍ୟା ପରିସ୍ଥିତି ଓ ବର୍ଷା ଏବଂ ଭୂସ୍ଖଳନ ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡପାଇଁ ୧୨ ଶହ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ସମଗ୍ର ଅଞ୍ଚଳ ତଥା ଲୋକମାନଙ୍କୁ ପୁନରୁଦ୍ଧାରରେ ସହାୟତା କରିବାପାଇଁ ବହୁମୁଖୀ ପଦକ୍ଷେପର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ପି.ଏମ୍‍. ଆବାସ ଯୋଜନାରେ ଗୃହ ପୁନଃନିର୍ମାଣ, ଜାତୀୟ ରାଜପଥ ପୁନରୁଦ୍ଧାର, ବିଦ୍ୟାଳୟ ପୁନଃନିର୍ମାଣ, ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‍ ପାଣ୍ଠି ଏବଂ ପଶୁପାଳନ ପାଇଁ ମିନିକିଟ୍‍ ବଣ୍ଟନ ଭଳି ପଦକ୍ଷେପ ଅନ୍ତର୍ଭୁକ୍ତ ରହିବ ।

PM Modi

ଶ୍ରୀ ମୋଦି ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଓ ବନ୍ୟା ଏବଂ ବିପର୍ଯ୍ୟୟରେ ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ବନ୍ୟା ଏବଂ ଭୂସ୍ଖଳନ ଯୋଗୁଁ ପିତାମାତାଙ୍କୁ ହରାଇଥିବା ପିଲାମାନଙ୍କପାଇଁ ଚଗ ଉବକ୍ସରଗ୍ଦ ଲକ୍ଟକ୍ସ ଉଷସକ୍ଷୟକ୍ସରଦ୍ଭ ଯୋଜନା ମାଧ୍ୟମରେ ସହାୟତା ଯୋଗାଇ ଦିଆଯିବ, ଯାହା ସେମାନଙ୍କ ଦୀର୍ଘକାଳୀନ ଯତ୍ନ ଏବଂ କଲ୍ୟାଣକୁ ସୁନିଶ୍ଚିତ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+