ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ମହଶିବରାତ୍ରୀ ଅବସରରେ ଭାରତର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ଉତ୍ତର ସ୍ୱାସ୍ଥ୍ୟର କାମନା କଲେ ପ୍ରଧାନମନ୍ତ୍ରୀ । ଏହି ଦବ୍ୟ ଅବସର ବିକଶିତ ଭାରତ ସଂକଳ୍ପକୁ ଆହୁରି ମଜବୁତ କରୁ ।

ପ୍ରଧାନମନ୍ତ୍ରୀ ମୋଦି ନିଜ ଏକ୍ସରେ ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି, ମୋର ସମସ୍ତ ଦେଶବାସୀଙ୍କୁ ମହାଶିବରାତ୍ରୀର ବହୁତ ଶୁଭକାମନା । ଏହା ଭଗବାନ ଶିବଙ୍କ ପ୍ରତି ସମର୍ପିତ ଏକ ପର୍ବ । ଏହି ଦିବ୍ୟ ଅବସରରେ ଆପଣମାନଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି,ଉତ୍ତମ ସ୍ୱାସ୍ଥ୍ୟ ଏବଂ ବିକଶିତ ଭାରତ ପାଇଁ ସକଳ୍ପକୁ ମଧ୍ୟ ମଜବୁତ କରୁ । ହର ହର ମହାଦେବ ।

PM Modi

ସେହିପରି ରାଷ୍ଟ୍ରପତି ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ସମସ୍ତଙ୍କୁ ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି । ସେ ଏକ୍ସର ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି,ମହାଶିବରାତ୍ରି ଅବସରରେ ମୁଁ ମୋର ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+