ଆଜିଠାରୁ ଶାରଦୀୟ ନବରାତ୍ରୀ ଆରମ୍ଭ: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Navratri Wishes From PM: ଆଜିଠାରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହୋଇଛି । ନବରାତ୍ରୀ 3 ଅକ୍ଟୋବରରୁ ଆରମ୍ଭ ହୋଇ 12 ଅକ୍ଟୋବରରେ ଶେଷ ହେବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଦେଶବାସୀଙ୍କୁ ନବରାତ୍ରୀର ଶୁଭକାମନା ଜଣାଇଛନ୍ତି । ନବରାତ୍ରୀଙ୍କ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ନବରାତ୍ରୀ ପାଇଁ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା । ଶକ୍ତି ଓ ସମର୍ପିତ ଏହି ପର୍ବ ସମସ୍ତଙ୍କ ପାଇଁ ଶୁଭମୟ ହେଉ । ଜୟ ମାତାଦୀ...।

PM Modi

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+