ନୂଆ ବର୍ଷରେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ବଡ଼ ଉପହାର; ପିଏମ୍ ଫସଲ ବୀମା ରାଶି ୬୯ ହଜାର ୫୧୫ କୋଟିକୁ ବୃଦ୍ଧି
ନୂଆ ବର୍ଷରେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ଉପହାର। ପିଏମ୍ ଫସଲ ବୀମା ୨୦୨୫-୨୬ ପର୍ଯ୍ୟନ୍ତ ବୃଦ୍ଧି କଲେ କେନ୍ଦ୍ର ସରକାର। କ୍ୟାବିନେଟରେ ନିଷ୍ପତ୍ତି ପରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା। ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ।













Click it and Unblock the Notifications