ଆନ୍ତର୍ଜାତିକ ଚିତା ଦିବସ ଅବସରରେ ସମସ୍ତ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ତର୍ଜାତିକ ଚିତା ଦିବସ ଅବସରରେ ସମସ୍ତ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଶ୍ରୀ ମୋଦୀ ଚିତାବାଘକୁ ପୃଥିବୀର ସବୁଠାରୁ ଉଲ୍ଲେଖନୀୟ ପାଣୀ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରି ୩ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ଚିତା ପ୍ରକଳ୍ପର ସଫଳତା ବିଷୟରେ କହିଛନ୍ତି । ସେ କହିଛନ୍ତି ଚିତାକୁ ସୁରକ୍ଷା ଦେବା ଏବଂ ଏହାର ପୁନଃରୁଦ୍ଧାର
କରିବା ଲକ୍ଷ୍ୟରେ ଚିତା ପ୍ରକଳ୍ପ ଆରମ୍ଭ କରାଯାଇଥିଲା ।

ପ୍ରଧାନମନ୍ତ୍ରୀ କହିଛନ୍ତି ଚିତା ପର୍ଯ୍ୟଟନର ଲୋକପ୍ରିୟତା ବୃଦ୍ଧି ପାଇବା ଅତ୍ୟନ୍ତ ଉତ୍ସାହଜନକ । ଭାରତ ମାଟିରେ ଅନେକ ଚିତା ରହୁଥିବାରୁ ଓ ଚିତା ଜନ୍ମଗ୍ରହଣ କରୁଥିବାରୁ ସେ ଗର୍ବ ଅନୁଭବ କରୁଥିବା ପ୍ରକାଶ କରିଛନ୍ତି । ବିଶ୍ୱର ବନ୍ୟପ୍ରାଣୀ ପ୍ରେମୀଙ୍କୁ ଭାରତ ଆସି ଚିତା ଦେଖିବା ଲାଗି ସେ ଆହ୍ୱାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଜନସାଧାରଣଙ୍କ ସମର୍ଥନ ଏବଂ ଚିତା ମିତ୍ର ମାନଙ୍କ ଅବିରତ ଉଦ୍ୟମ ଯୋଗୁଁ ଚିତା ପ୍ରକଳ୍ପ ସଫଳ ହୋଇପାରିଛି ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications