ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା; ଧର୍ମଧ୍ବଜା ସ୍ଥାପନା କଲେ ପ୍ରଧାନମନ୍ତ୍ରୀ
ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା । ଧର୍ମଧ୍ବଜା ସ୍ଥାପନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶ୍ରୀରାମ ମନ୍ଦିର ଚୂଡ଼ାରେ ଉଡୁଛି ଗେରୁଆ ରଙ୍ଗର ପତାକା। ପତାକାରେ ରହିଛି ଉଜ୍ଜ୍ୱଳ 'ସୂର୍ଯ୍ୟ' ଓ ଲେଖାଯାଇଛି 'ଓମ୍' ।













Click it and Unblock the Notifications