ଜି-୭ ସମ୍ମିଳନୀ ସାରି ଭାରତ ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

PM Modi Leave Italy: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିଳମ୍ବ ରାତିରେ ଇଟାଲୀରୁ ଭାରତ ଫେରିଛନ୍ତି । ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନରେନ୍ଦ୍ର ମୋଦି ଇଟାଲୀରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ଭାଗ ନେଇଛନ୍ତି । G-7 ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନାକ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କ ସହ ବହୁ ନେତାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ।

PM Modi

ଏହି ସମୟରେ ଟେକ୍ନୋଲୋଜି ଅପବ୍ୟବହାର ରୋକିବା ସହ ଟେକ୍ନୋଲୋଜିର ଲାଭ ସମସ୍ତଙ୍କୁ ଯେପରି ମିଳିବ ତାହା ସୁନିଶ୍ଚିତ କରିବା ପାଇଁ ବିଶ୍ୱନେତାଙ୍କ ସହ ଆଲୋଚନା କରିଛନ୍ତି ମୋଦି । ସେହିପରି ଏହି ସମୟରେ ମୋଦି ପ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ, ଯୁକେ ପ୍ରଧାନମନ୍ତ୍ରୀ ଋଷି ସୁନକ, ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ଦ୍ୱିପାକ୍ଷୀ ଆଲୋଚନା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+