ଆସନ୍ତାକାଲି ଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ ୧୧୭ତମ “ମନ୍ କି ବାତ୍' କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ପୂର୍ବାହ୍ନ ୧୧ଟା ବେଳେ ଆକାଶବାଣୀର ମନ୍‍ କି ବାତ୍‍ କାର୍ଯ୍ୟକ୍ରମରେ ଉଦ୍‍ବୋଧନ ଦେବେ । ଏହା ମାସିକ ରେଡିଓ କାର୍ଯ୍ୟକ୍ରମ ମନ୍‍କି ବାତର ୧୧୭ ତମ ସଂସ୍କରଣ ହେବ । ଏହି କାର୍ଯ୍ୟକ୍ରମ ଆକାଶବାଣୀ ଓ ଦୂରଦର୍ଶନର ସମସ୍ତ ନେଟୱର୍କ, ଆକାଶବାଣୀ ୱେବ୍‍ସାଇଟ୍‍ ଓ Newsonairମୋବାଇଲ୍‍ APP ରେ ଉପଲବ୍ଧ ହେବ ।

Narendra modi

ଏହା ମଧ୍ୟ ଆକାଶବାଣୀ, DD News, PMO ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ୟୁଟ୍ୟୁବ୍‍ ଚ୍ୟାନେଲ୍‍ରେ ସିଧା ପ୍ରସାରଣ ହେବ । ହିନ୍ଦୀ ଭାଷାରେ ପ୍ରସାରଣ ପରେ ଆକାଶବାଣୀରେ ଏହି କାର୍ଯ୍ୟକ୍ରମର ଆଞ୍ଚଳିକ ଭାଷାନ୍ତରଣ ପ୍ରସାରଣ କରାଯିବ । ରାତି ୮ଟାରେ ଆଞ୍ଚଳିକ ଭାଷାନ୍ତରଣର ପୁନଃ ପ୍ରସାରଣ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+