ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାୟୁସେନା ମୁଖ୍ୟ ମାର୍ସଲ୍ ଅମର ପ୍ରୀତ ସିଂଙ୍କୁ ଭେଟିଛନ୍ତି । ଦୁହିଁଙ୍କ ମଧ୍ୟରେ ଆଲୋଚନା ଚାଲିଥିବା ସୂଚନା ମିଳିଛି । ଗତକାଲି ନୌସେନା ମୁଖ୍ୟ ଦିନେଶ କେ. ତ୍ରିପାଠୀଙ୍କୁ ଭେଟିଥିଲେ । ଏହି ବୈଠକ ମୋଦିଙ୍କ ଲୋକ କଲ୍ୟାଣ ମାର୍ଗସ୍ଥିତ ବାସଭବନରେ ବସିଥିଲା ।

PM Modi Meets Air Chief Marshal AP Singh Amid India-Pakistan Tensions

ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ ଏବଂ ତିନି ସେବା ମୁଖ୍ୟଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏକ ବୈଠକର କିଛି ଦିନ ପରେ ବାୟୁସେନା ମୁଖ୍ୟ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ମଧ୍ୟରେ ଏହି ବୈଠକ ହୋଇଥିଲା। ବୈଠକରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+