ସରକାର ଗଠନ ପାଇଁ ମୋଦିଙ୍କୁ ନିମନ୍ତ୍ରଣ କଲେ ରାଷ୍ଟ୍ରପତି
PM Modi Oath Ceremony: ବିଜେପି ନେତୃତ୍ୱାଧୀନ ଏନଡିଏର ନେତା ଭାବେ ନିର୍ବାଜିତ ହେବା ପରେ ନରେନ୍ଦ୍ର ମୋଦୀ ଦେଶକୁ ସମ୍ବୋଧିତ କରି କହିଛନ୍ତି ଯେ ଗତ 10 ବର୍ଷ ଭଳି ଏଥର ମଧ୍ୟ ଦେଶବାସୀ ନିରାଶ ହେବେ ନାହିଁ। ପୂର୍ବ ସରକାର ଯେଉଁଭଳି ଭାବରେ ପରିଚାଳିତ ହୋଇଥିଲା, ଏହି ସରକାର ମଧ୍ୟ ସମାନ ଭାବରେ ଚାଲିବ।
#WATCH | Narendra Modi says, "...The President called me just now and asked me to work as the PM designate and she has informed me about the oath ceremony. I have told the President that we will be comfortable on the evening of the 9th of June. Now the Rashtrapati Bhavan will… pic.twitter.com/WLgn4G3R9L
— ANI (@ANI) June 7, 2024
ସେ କହିଛନ୍ତି, "ମୁଁ ଦେଶବାସୀଙ୍କୁ ଆଶ୍ୱାସନା ଦେଉଛି ଯେ 18 ତମ ଲୋକସଭାରେ ମଧ୍ୟ ସମାନ ଗତି ଏବଂ ସମାନ ଶକ୍ତି ସହିତ ଦେଶର ଆକାଂକ୍ଷା ପୂରଣ କରିବାରେ ଆମେ କୌଣସି କମି ଛାଡିବୁ ନାହିଁ। ସେହିପକି ଆଜି ସକାଳେ ଏନଡିଏର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଯାହା ପରେ ଆସନ୍ତା 9 ତାରିଖ ଅର୍ଥାତ୍ ରବିବାର ଦିନ ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ । ସେହିପରି ମୋଦି ଆହୁରି କହିଛନ୍ତି, ରାଷ୍ଟ୍ରପତି ମୋତେ ପରବର୍ତ୍ତୀ ସରକାର ଗଠନ ହେବା ପର୍ଯ୍ୟନ୍ତ ମୋତେ କାମଚଳା ପ୍ରଧାନମନ୍ତ୍ରୀ ଭାବେ କାମ କରିବାକୁ କହିଛନ୍ତି ।

ଆଜି ସନ୍ଧ୍ୟାରେ ମୋଦି ରାଷ୍ଟ୍ରପତିଙ୍କୁ ଭେଟିଥିଲେ । ଯେଉଁ ସମୟରେ ରାଷ୍ଟ୍ରପତି ତାଙ୍କୁ ସରକାର ଗଠନ କରିବା ପାଇଁ ନିମନ୍ତ୍ରଣ କରିଛନ୍ତି । ଜୁନ ୯ ତାରିଖ ଅର୍ଥାତ୍ ରବିବାର ସନ୍ଧ୍ୟା 7 ଟା ୧୫ରେ ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ?












Click it and Unblock the Notifications