ପରଲୋକରେ ଦେବେନ୍ଦ୍ର ପ୍ରଧାନ: ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ବାଜପେୟୀଙ୍କ ସରକାରରେ ଭୂପୃଷ୍ଠ ପରିବହନ ମନ୍ତ୍ରୀ ଥିଲେ ଦେବେନ୍ଦ୍ର ପ୍ରଧାନ ।

pm modi

ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ପ୍ରଧାନମନ୍ତ୍ରୀ । ସେହିପରି ଏହି ସମୟରେ ଭାରତୀୟ ଜନତା ପାର୍ଟିର ବହୁ ବରିଷ୍ଠ ନେତୃବୃନ୍ଦ ମଧ୍ୟ ମୋଦିଙ୍କ ସହ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+