ଆଜି ରାଜଧାନୀରେ ମେଗା ରୋଡ୍ ସୋ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର:ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି ଦୁଇ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଆସନ୍ତା କାଲି ସଂନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିବା ପରେ ବିରାଟ ରୋଡ ସୋ' ରେ ଯୋଗ ଦେବେ । ଏହି ରୋଡ ସୋ ସଂନ୍ଧ୍ୟା ୬ ଟାରେ ରାଜ୍ୟ କାର୍ଯ୍ୟଳୟଠାରୁ ବାହାରି ବାଣୀବିହାରଠାରେ ପହଂଚିବ । ରୋଡ ସୋ ଅବସରରେ ଲକ୍ଷ ଲକ୍ଷ ଲୋକ ମୋଦିଜୀଙ୍କୁ ସ୍ୱାଗତ ଜଣାଇବେ ।

ଅନ୍ୟପଟେ ସୁରକ୍ଷା ଦୃଷ୍ଟିରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପୋଲିସ ଯାଞ୍ଚ ପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଝଚଏ କମାଣ୍ଡୋ । ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ପୁରା ରୋଡ୍ କଡରେ ଥିବା ପବ୍ଲିକ, ମିଡିଆ ଷ୍ଟେଜ୍‌, କନେକ୍ଟିଂ ରୋଡ୍‌, ଟ୍ରାଫିକ୍‌, ରାସ୍ତାର ଉଭୟ ପାଖରେ ଥିବା ବ୍ୟାବସାୟିକ ପ୍ରତିଷ୍ଠାନ ସବୁଠି ଟିକନିକ ଯାଞ୍ଚ କରିଛନ୍ତି SPG ।

PM Modi s Mega Roadshow

ରୋଡ ସୋ' ପରେ ରାଜଭବନରେ ରାତ୍ରୀ ରହଣି କରି ଶନିବାର ୩ଟି ସ୍ଥାନରେ ସମାବେଶ କରିବେ ପିଏମ ମୋଦି । ଆସନ୍ତା ୧୧ ତାରିଖ ଦିନ ସକାଳ ୯.୩୦ରେ କନ୍ଧମାଳ ଲୋକସଭାର ଫୁଲବାଣୀ ଷ୍ଟାଡିୟମଠାରେ, ପୂର୍ବାହ୍ନ ୧୧.୩୦ରେ ବଲାଙ୍ଗୀରଠାରେ ଏବଂ ଅପରାହ୍ନ ୧.୩୦ରେ ବରଗଡଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+