ଆସନ୍ତା ୨୯ରୁ ୪ଦିନିଆ ଜାପାନ ଓ ଚୀନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖଠାରୁ ୪ଦିନିଆ ଜାପାନ ଓ ଚୀନ ଗସ୍ତରେ ଯିବେ। ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ପର୍ଯ୍ୟାୟରେ ୨୯ ଓ ୩୦ ତାରିଖ ଦୁଇ ଦିନ ଜାପାନ ଗସ୍ତ କରିବେ। ପରେ ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ରେ ଚୀନ ଗସ୍ତ କରିବେ।

narendra modi

ଜାପାନ ଗସ୍ତ କାଳରେ ମୋଦୀ ୧୫ତମ ଭାରତ-ଜାପାନ ବାର୍ଷିକ ଶିଖର ବୈଠକରେ ଯୋଗଦେବେ। ଏହା ପରେ ଚୀନ ଗସ୍ତ କାଳରେ ମୋଦୀ ତିଆନଜିନରେ ଅନୁଷ୍ଠିତ ସାଙ୍ଘାଇ ସମନ୍ବୟ ସଂଗଠନ (ଏସସିଓ) ବୈଠକରେ ଯୋଗ ଦେବେ। ଏହା ସହିତ ବୈଠକକୁ ଆସିଥିବା ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କ ସହିତ ମୋଦୀଙ୍କର ଦ୍ବିପାକ୍ଷିକ ଓ ବହୁପାକ୍ଷିକ ବୈଠକ ହେବ। ଏସସିଓ ବୈଠକକୁ ୨୦ଟି ରାଷ୍ଟ୍ରର ନେତାଙ୍କୁ ନିମନ୍ତ୍ରଣ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+