ଆଜି ସୋନମାର୍ଗ ଟନେଲକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
PM Modi: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜେଡ୍ ମୋଡ୍ ବା ସୋନମାର୍ଗ ଟନେଲର ଉଦଘାଟନ କରିବେ । ଦିନ ୧୧ ଟା ୩୦ ସମୟରେ ୨୭ ଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬ କିଲୋମିଟର ୪ ଶହ ମିଟର ଲମ୍ବ ଟନେଲର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ପ୍ରମୁଖ ସାମିଲ ହେବେ। ଜେଡ୍ ମୋଡ୍ ଟନେଲ ଗଗନଗିରିରୁ ସୋନମାର୍ଗ ପର୍ଯ୍ୟନ୍ତ ରହିଛି।













Click it and Unblock the Notifications