ଅସହାୟଙ୍କୁ ଛାତ୍ର ବୃତ୍ତି ରାଶି ପ୍ରଦାନ କରିବେ ମୋଦି
ସୋମବାର ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କେୟାର ଯୋଜନାରେ ଲାଭାଶଂ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ । କୋରୋନା ମହାମାରୀରେ ପିତାମାତାଙ୍କୁ ଅକାଳ ବିୟୋଗ ଅସହାୟ ହୋଇ ପଡିଥିବା ଛାତ୍ରାଛାତ୍ରୀଙ୍କୁ ଛାତ୍ରବୃତ୍ତି ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ।
ନୂଆଦିଲ୍ଲୀ: ସୋମବାର ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କେୟାର ଯୋଜନାରେ ଲାଭାଶଂ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ । କୋରୋନା ମହାମାରୀରେ ପିତାମାତାଙ୍କୁ ଅକାଳ ବିୟୋଗ ଅସହାୟ ହୋଇ ପଡିଥିବା ଛାତ୍ରାଛାତ୍ରୀଙ୍କୁ ଛାତ୍ରବୃତ୍ତି ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ । ସେହିପରି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଶିଶୁଙ୍କୁ ପାସବୁକ ମଧ୍ୟ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଥିବା ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ଏହି ଯୋଜନା ଅଧୀନରେ ଅସହାୟ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଓ ଅନ୍ୟ କ୍ଷେତ୍ରରେ ସ୍ବାବଲମ୍ବୀ କରିବା ପାଇଁ 23 ବର୍ଷ ବୟସ ହେବା ଯାଏଁ ଆର୍ଥିକ ସହାୟତା ପ୍ରଦାନ କରିବେ କେନ୍ଦ୍ର ସରକାର । ମହିଳା ଓ ବାଳ ବିକାଶ ମନ୍ତ୍ରଣାଳୟ, ଡାକ ବିଭାଗ, ସାମାଜିକ ନ୍ୟାୟ, ସ୍ବାସ୍ଥ୍ୟ, ଶିକ୍ଷା ଆଦି ବିଭାଗର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବା ନେଇ ବ୍ୟବସ୍ଥା କରାଯାଇଛି ।
ଯୋଜନା ଅଧୀନରେ ଲାଭ ପାଇବାକୁ ଥବା ଛାତ୍ରଛାତ୍ରୀଙ୍କ ଖାତାରେ 10 ଲକ୍ଷର ସହାୟତା ରାଶି ପର୍ଯ୍ୟାୟକ୍ରମେ ଜମା କରିବେ କେନ୍ଦ୍ର ସରକାର । 18 ବର୍ଷ ବୟସ ପର୍ଯ୍ୟନ୍ତ ଏହି ରାଶି ଜମା ହେବା ସହ ଏହା ପରେ ଛାତ୍ରଛାତ୍ରୀଙ୍କ ନାମରେ ଏହି ରାଶିକୁ ନିବେଶ କରାଯିବ । ଏ
-
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
LPG ସଙ୍କଟ ! ଭାରତୀୟ ରେଳରେ ମାଇକ୍ରୋୱେଭ୍-ଇଣ୍ଡକ୍ସନ ବ୍ୟବହାର କରିବାକୁ IRCTCର ନିର୍ଦ୍ଦେଶ -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଯୁଦ୍ଧ ଭିତରେ ସିଲିଣ୍ଡର ସଙ୍କଟ: ବନ୍ଦ ହେଇପାରେ ହୋଟେଲ-ରେଷ୍ଟୁରାଣ୍ଟ -
ବଦଳିଲା ନିୟମ୨୫ ଦିନ ପରେ ଦ୍ବିତୀୟ ସିଲିଣ୍ଡର ବୁକିଂ -
ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ମାଗିଲା NCERT -
ଆଜି ଗୃହରେ ଲୋକସଭା ବାଚସ୍ପତିଙ୍କ ବିରୋଧରେ ଆଗତ ହେବ ଅନାସ୍ଥା ପ୍ରସ୍ତାବ -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଓ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ; ସେୟାର ବଜାର ବଡ଼ କ୍ରାସ୍, ସେନସେକ୍ସ ୨୪୯୪ ପଏଣ୍ଟ ହ୍ରାସ -
ଭୂମିକମ୍ପ ଝରକାରେ ଥରିଲା ରାଜଧାନୀ ଦିଲ୍ଲୀ -
କରୁର ଦଳାଚକଟା; ଅଭିନେତା ତଥା TVK ମୁଖ୍ୟ ବିଜୟଙ୍କୁ CBI ସମନ୍











Click it and Unblock the Notifications