ଚାଇନା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ,SCO ସମ୍ମିଳନୀରେ ଦେବେ ଯୋଗ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (SCO) ସମ୍ମିଳନୀରେ ଯୋଗଦେବା ପାଇଁ ଚୀନ୍ ଗସ୍ତ କରିବେ। ଏସସିଓ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆଗାମୀ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ତାରିଖ ମଧ୍ୟରେ ଚାଇନାର ତିଆନଜିନକୁ ଯାତ୍ରା କରିବେ। 2020 ମସିହାରେ ପୂର୍ବ ଲଦାଖର ଗାଲୱାନରେ ଦୁଇ ଦେଶର ସେନା ମଧ୍ୟରେ ସଂଘର୍ଷ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ ଚୀନ୍ ଗସ୍ତ ହେବ। ଭାରତ ଏବଂ ଚୀନ୍ ଦ୍ୱିପାକ୍ଷିକ ସମ୍ପର୍କକୁ ଉନ୍ନତ କରିବା ପାଇଁ ପ୍ରୟାସ କରିବା ପରିପ୍ରେକ୍ଷୀରେ ଏହି ଗସ୍ତ ହେବ।













Click it and Unblock the Notifications