ଆସନ୍ତାକାଲିଠାରୁ ଜୋର୍ଡ଼ାନ୍, ଇଥିଓପିଆ ଏବଂ ଓମାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲିଠାରୁ ଜୋର୍ଡ଼ାନ୍, ଇଥିଓପିଆ ଏବଂ ଓମାନ୍ ଗସ୍ତରେ ଯିବେ । କିଙ୍ଗ୍ ଅବଦୁଲ୍ଲା ଦ୍ୱିତୀୟ ବିନ୍ ଅଲ୍ ହୁସେନ୍ଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଏବଂ ମଙ୍ଗଳବାର ଜୋର୍ଡ଼ାନ୍ ଗସ୍ତ କରିବେ । ଭାରତ ଏବଂ ଜୋର୍ଡ଼ାନ୍ ମଧ୍ୟରେ କୂଟନୈତିକ ସମ୍ପର୍କର ୭୫ ବର୍ଷ ପାଳନ ଉପଲକ୍ଷେ ଶ୍ରୀ ମୋଦିଙ୍କ ଏହି ଗସ୍ତ ବେଶ୍ ଗୁରୁତ୍ୱପୂର୍ଣ୍ଣ ମନେକରାଯାଉଛି ।













Click it and Unblock the Notifications