ପ୍ରଧାନମନ୍ତ୍ରୀ ମୋଦିଙ୍କ ମା' ହୀରାବେନଙ୍କ ପରଲୋକ

ପ୍ରଧାନମନ୍ତ୍ରୀ ମୋଦିଙ୍କ ମା' ହୀରାବେନଙ୍କ ପରଲୋକ

ଅହମଦାବାଦ:ପ୍ରଧାନମନ୍ତ୍ରୀ ମୋଦିଙ୍କ ମା' ହୀରାବେନଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା । ବିଳମ୍ବିତ ରାତି ୩ ଟା ୩୦ରେ ତାଙ୍କର ଦେହାନ୍ତ ହୋଇଛି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

PM Modi Mother Heeraben Passed Away

ବୁଧବାର ଦିନ ଅସୁସ୍ଥ ହୋଇପଡିବାରୁ ହୀରାବେନଙ୍କୁ ଗୁଜରାଟର ଅହମଦାବାଦ ସ୍ଥିତ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଦୁଇ ଦିନ ଚିକିତ୍ସା ପରେ ଆଜି ଭୋର ସମୟରେ ତାଙ୍କର ଦେହାନ୍ତ ହୋଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମା'ଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି 'ଈଶ୍ୱରଙ୍କ ଚରଣରେ ସୁନ୍ଦର ଶତାଦ୍ଦୀର ବିରାମ । ମା'ଙ୍କ ମଧ୍ୟରେ ମୁଁ ସବୁ ବେଳେ ତ୍ରିମୂର୍ତ୍ତିର ଅନୁଭାବ କରିଛି ।

ହୀରାବେନଙ୍କ ଦେହାନ୍ତରେ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଗୁଜରାଟ, ଆସାମ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଶୋକ ପ୍ରକାଶ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+