ଆସନ୍ତା ୧୧ରୁ ଦୁଇ ଦିନିଆ ମରିସସ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୧ ତାରିଖରୁ ଦୁଇ ଦିନିଆ ମରିସସ୍ ଗସ୍ତରେ ଯିବେ । ନୂଆଦିଲ୍ଲୀରେ ଆଜି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟଶ୍ବାଲ୍ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଆସନ୍ତା ୧୨ ତାରିଖରେ ମରିସସ୍‌ର ଜାତୀୟ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ସେଠାକୁ ଗସ୍ତ କରିବେ ।

NARENDRA MODI

ଭାରତୀୟ ନୌସେନାର ଏକ ଜାହାଜ ସହ ପ୍ରତିରକ୍ଷା ବାହିନୀର ଏକ ଦଳ ଏହି ଉତ୍ସବରେ ଅଂଶଗ୍ରହଣ କରିବେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ମରିସସ୍‌ର ରାଷ୍ଟ୍ରପତି ଏବଂ ସେଠାକାର ବରିଷ୍ଠ ନେତାମାନଙ୍କ ସହ ଗୁରୁତ୍ଵପୂର୍ଣ ବିଷୟରେ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+