Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୬ରେ ପ୍ରସାରଣ ହେବାକୁ ଥିବା ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମକୁ ଦେଖିବା ପାଇଁ ଦେଶବାସୀଙ୍କୁ ଅନୁରୋଧ କଲେ ପ୍ରଧାନମନ୍ତ୍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆସନ୍ତା ୬ ତାରିଖରେ ପ୍ରସାରଣ ହେବାକୁ ଥିବା ପରୀକ୍ଷା ପେ ଚର୍ଚ୍ଚା ଆଲୋଚନା କାର୍ଯ୍ୟକ୍ରମ ଦେଖିବାକୁ ଆହ୍ୱାନ ଦେଇଛନ୍ତି । ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି, ଦେଶର ଯୁବପିଢ଼ିଙ୍କ ସହିତ ଭାବ ବିନିମୟ କରିବା ଅତ୍ୟନ୍ତ ଉତ୍ସାହଜନକ ଥିଲା ।

pm modi

ଚାପମୁକ୍ତ ପରୀକ୍ଷା ଉପରେ ଗୁରୁତ୍ୱ ପ୍ରଦାନ କରି ଶ୍ରୀ ମୋଦୀ ଏ କ୍ଷେତ୍ରରେ ଥିବା ଆହ୍ୱାନଗୁଡ଼ିକୁ ପ୍ରତିହତ କରିବା, ମାନସିକ ସନ୍ତୁଳନ ବଜାୟ ରଖିବା ଏବଂ ଦୃଢ଼ ଆତ୍ମବିଶ୍ୱାସ ଉପରେ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ସହ ମତବିନିମୟ କରିଛନ୍ତି । ଚଳିତ ଥର ଦେବମୁଗ୍ରା, କୋଏମ୍ବାଟୁର, ରାୟପୁର, ଗୁଆହାଟୀ ଏବଂ ଦିଲ୍ଲୀ ସ୍ଥିତ ୭ ଲୋକକଲ୍ୟାଣ ମାର୍ଗଠାରେ ଅନୁଷ୍ଠିତ ଅଧିବେଶନରେ ପରୀକ୍ଷା ଯୋଦ୍ଧାଙ୍କ ସହ ମତବିନିମୟ ହୋଇଥିବା ଶ୍ରୀ ମୋଦୀ ସୂଚନା ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+