ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ବୃଦ୍ଧି ପରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ଜବାବ: “ଆପୋଷ କରିବୁ ନାହିଁ…”:

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ବିରୋଧରେ ଟାରିଫ ଯୁଦ୍ଧକୁ ତୀବ୍ର କରିଥିବାର ଦିନକ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୃଢ଼ ବାର୍ତ୍ତା ଦେଇ କହିଛନ୍ତି ଯେ ଭାରତ କେବେ ବି ତା'ର ଚାଷୀ ଓ ମତ୍ସ୍ୟଜୀବୀଙ୍କ ସ୍ବାର୍ଥ ସହ ଆପୋଷ କରିବ ନାହିଁ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ତାଙ୍କୁ ଏଥିପାଇଁ ବ୍ୟକ୍ତିଗତ ଭାବେ ବଡ଼ ମୂଲ୍ୟ ଦେବାକୁ ପଡ଼ିପାରେ, କିନ୍ତୁ ସେ ଏଥିପାଇଁ ପ୍ରସ୍ତୁତ ।

ଦିଲ୍ଲୀରେ ଆୟୋଜିତ ଏମଏସ ସ୍ବାମୀନାଥନ ଶତବାର୍ଷିକୀ ଆନ୍ତର୍ଜାତୀୟ ସମ୍ମିଳନୀରେ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, "ଚାଷୀଙ୍କ ସ୍ବାର୍ଥ ଆମର ପ୍ରମୁଖ ଅଗ୍ରାଧିକାର। ଭାରତ କେବେ ବି ତା'ର ଚାଷୀ, ପଶୁପାଳକ ଓ ମତ୍ସ୍ୟଜୀବୀଙ୍କ ସ୍ବାର୍ଥ ସହ ଆପୋଷ କରିବ ନାହିଁ। ମୁଁ ଜାଣିଛି ଏଥିପାଇଁ ମୋତେ ବ୍ୟକ୍ତିଗତ ଭାବେ ବଡ଼ ମୂଲ୍ୟ ଚୁକାଇବାକୁ ପଡ଼ିବ, କିନ୍ତୁ ମୁଁ ପ୍ରସ୍ତୁତ। ଦେଶର ଚାଷୀ, ମତ୍ସ୍ୟଜୀବୀ ଓ ପଶୁପାଳକଙ୍କ ସ୍ବାର୍ଥ ପାଇଁ ଭାରତ ପ୍ରସ୍ତୁତ।"

PM s strong response after Trump s tariff hikE
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+