ପୋଲାଭାରମ ବିବାଦ : ପ୍ରଧାନମନ୍ତ୍ରୀ ଡାକିଲେ ବୈଠକ, ସାମିଲ ହେବେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ

ପୋଲାଭରମ୍ ପ୍ରକଳ୍ପ ବିବାଦ ନେଇ ବୈଠକ କରିବେ ପ୍ରଧାନମନ୍ତ୍ରୀ। ମେ' ୨୮ ତାରିଖରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ । ସାମିଲ ହେବେ ଓଡ଼ିଶା, ଛଡ଼ିଶଗଡ଼, ଆନ୍ଧ୍ର, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ।

ପୋଲାଭରମ ବିବାଦ । ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଯେଉଁଥିରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ ସାମିଲ । ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ପୋଲାଭାରମ ବିବାଦ ନେଇ ପ୍ରଧାନମନ୍ତ୍ରୀ କରିବେ ଆଲୋଚନା ।

Polavaram dispute

ଦୀର୍ଘ ଦିନ ଧରି ଆନ୍ଧ୍ର, ତେଲେଙ୍ଗାନା, ଛତିଶଗଡ଼, ଓଡିଶା ମଧ୍ୟରେ ପୋଲାଭରମ୍‌ ପ୍ରକଳ୍ପ ନେଇ ବିବାଦ ଲାଗିରହିଛି । ଖାସ୍‌ କରି ପ୍ରକଳ୍ପର ଉଚ୍ଚତା ଏବଂ ନିର୍ମାଣକୁ ଓଡିଶା ବାରମ୍ବାର ଅଭିଯୋଗ କରିଆସୁଛି । ତାପରେ ବି କୌଣସି ସମାଧାନ ହୋଇପାରୁନଥିଲା । ଶେଷରେ ପ୍ରଧାନମନ୍ତ୍ରୀ ଏହି ବିବାଦରେ ହସ୍ତକ୍ଷେପ କରିଛନ୍ତି । ଚାରି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବାକୁ ତାରିଖ ଧାର୍ଯ୍ୟ ହୋଇଛି । ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଯେଉଁଥିରେ ସବୁ ରାଜ୍ୟ ନିଜ ନିଜ ପକ୍ଷ ରଖିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+