ଏନକାଉଣ୍ଟରରେ ଟଳିଲେ ୪ ନକ୍ସଲ

ଛତିଶଗଡ଼କୁ ଲାଗିଥିବା ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲ୍ଲାର ସୀମାବର୍ତ୍ତୀ ଅଞ୍ଚଳ ଭାମରାଗଡ଼ ତହସିଲରେ ସୁରକ୍ଷାବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ, ସୁରକ୍ଷାବାହିନୀଙ୍କ ଗୁଳିରେ ୪ ନକ୍ସଲ ନିପାତ ହୋଇଛନ୍ତି । ଏହି ଅପରେସନରେ ସୁରକ୍ଷାବାହିନୀର ଯବାନ ମଧ୍ୟ ଆହତ ହୋଇଛନ୍ତି । ଗଡ଼ଚିରୋଲିର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ C60 କମାଣ୍ଡୋ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଏଥିରେ ୩ରୁ ୪ ନକ୍ସଲ ନିହତ ହୋଇଥିବା କୁହାଯାଇଛି। ସେହିପରି ନକ୍ସଲ ଗୁଳିରେ ଜଣେ ପୁଲିସକର୍ମୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି।

bsf

ସୂଚନା ମୁତାବକ, ଭାମରାଗଡର କୋପରି ଜଙ୍ଗଲରେ ପୁଲିସ ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଏହି ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ନେଇ ପୁଲିସକୁ ଗୁଇନ୍ଦା ସୂଚନା ମିଳିଥିଲା। ଏହାପରେ ପୂରା ଅଞ୍ଚଳରେ ପୁଲିସ ଫୋର୍ସ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲେ। C60 କମାଣ୍ଡୋର ୬୦ଟି ଫୋର୍ସ ଏହି ସର୍ଚ୍ଚ ଅପରେସନ୍‌ରେ ସାମିଲ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+