Get Updates
Get notified of breaking news, exclusive insights, and must-see stories!

ଆଉ ନାହାନ୍ତି ପୋପ୍ ଫ୍ରାନ୍ସିସ୍, ନିମୋନିଆରେ ଥିଲେ ପୀଡିତ

Pope Francis Died: ସୋମବାର ସକାଳେ ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସଙ୍କ ପରଲୋକ ହୋଇଛି । ଅସୁସ୍ଥତା ଯୋଗୁଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ନିମୋନିଆରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ । ପ୍ରାୟ ୫ ସପ୍ତାହ ହେଲା ତାଙ୍କର ଚିକିତ୍ସା ଜାରି ଥିଲା ।

Pope Francis Died

୮୮ ବର୍ଷ ବୟସରେ ପୋପ୍ ଫ୍ରାନ୍ସିସଙ୍କ ଦେହାନ୍ତ ହୋଇଛି । ଫୁସଫୁସ ରୋଗ ଯୋଗୁଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପୋପ୍ ଫ୍ରାନ୍ସିସ୍ ନିମୋନିଆରେ ପୀଡିତ ଥିଲେ। ସେ ଭାଟିକାନ ସିଟିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ମୃତ୍ୟୁ ଖବର ପ୍ରକାଶ ପାଇବା ପରେ ସାରା ବିଶ୍ୱରେ ଶୋକର ଛାୟା ଖେଳି ଯାଇଛି । ପୋପ୍ ଫ୍ରାନ୍ସିସଙ୍କୁ ଫେବୃଆରୀ ୧୪ ତାରିଖରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+