Get Updates
Get notified of breaking news, exclusive insights, and must-see stories!

ଲୋକପ୍ରିୟ ଟିଭି ସାମ୍ବାଦିକ ରୋହିତ ସରଦାନାଙ୍କ ଦେହାନ୍ତ

ଲୋକପ୍ରିୟ ତଥା ବରିଷ୍ଠ ଟିଭି ସାମ୍ବାଦିକ ରୋହିତ ସରଦାନାଙ୍କ ଦେହାନ୍ତ ହୋଇଛି । କିଛି ଦିନ ତଳେ ରୋହିତଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା । ଆଜି ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ: ଲୋକପ୍ରିୟ ତଥା ବରିଷ୍ଠ ଟିଭି ସାମ୍ବାଦିକ ରୋହିତ ସରଦାନାଙ୍କ ଦେହାନ୍ତ ହୋଇଛି । କିଛି ଦିନ ତଳେ ରୋହିତଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା । ଆଜି ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଛି । ୨୦୧୮ ମସିହାରେ ରୋହିତ ସରଦାନା ଗଣେଶ ବିଦ୍ୟାର୍ଥୀ ପୁରସ୍କାର ପାଇଥିଲେ ।

Rohit Sardana

ରୋହିତ ସରଦାନା ଶେଷ ମୁହୂର୍ତ୍ତରେ ବି ଲୋକଙ୍କୁ ସାହାଯ୍ୟ କରୁଥିଲେ । ଗତକାଲି ସକାଳ ୮ଟା ୪୬ରେ ଶେଷ ଟ୍ୱିଟ୍ କରିଥିଲେ ସରଦାନା । କୋଭିଡ୍ ସଂକ୍ରମିତଙ୍କୁ ରେମଡେସିଭିର ଇଞ୍ଜେକ୍ସନ୍ ଆବଶ୍ୟକତା ନେଇ ସରଦାନା ଟ୍ୱିଟ୍ କରିଥିଲେ । ହେଲେ ଆଜି ହଠାତ୍ ତାଙ୍କର ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁ ନାହାଁନ୍ତି । ରୋହିତ ସରଦାନାଙ୍କ ମୃତ୍ୟୁକୁ ନେଇ ସାମ୍ବାଦିକଙ୍କ ମହଲରେ ଶୋକର ଛାୟା ଖେଳି ଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+