Get Updates
Get notified of breaking news, exclusive insights, and must-see stories!

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଁଞ୍ଚିଲେ ମାହାମହିମ । ୪ ଦିନିଆ ଓଡ଼ିଶା ଗସ୍ତରେ ଓଡ଼ିଶା ଆସିଛନ୍ତି ମହାମହିମ ରାଷ୍ଟ୍ରପତି । ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରରେ ପାଦ ଥାପିଛନ୍ତି । ଆଜି ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ମହାମହିମ ।

ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ । ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ ।

President Droupadi Murmu

ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ 'ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ' ଅଭିଯାନର ଶୁଭାରମ୍ଭ କରିବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+