ମହିଳା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
International Womens Day: ଆଜି ବିଶ୍ୱ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଏ । ମହିଳାଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ, ରାଜନୈତୀକ ଏବଂ ଅନ୍ୟ କ୍ଷେତ୍ରରେ ସଫଳତାପାଇଁ ସେଲିବ୍ରେଟ କରିବା ପାଇଁ ମହିଳା ଦିବସ ପାଳନ କରାଯାଇଥାଏ । ଆଜିର ସମାଜରେ ମହିଳା ଏବଂ ପୁରୁଷ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ । ମହିଳା ମାନେ ଆଜିର ଯୁଗରେ ସମସ୍ତ କ୍ଷେତ୍ରରେ ଆଗକୁ ବଢୁଛନ୍ତି ।

ମହିଳା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଲେଖିଛନ୍ତି, "ସମସ୍ତଙ୍କୁ ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା! ଆଜି, ଆମେ ମହିଳାମାନଙ୍କ ସଫଳତା ଏବଂ ଅବଦାନକୁ ପାଳନ କରୁଛୁ। ଆମେ ମହିଳା ଅଧିକାର, ସମାନତା ଏବଂ ସଶକ୍ତିକରଣ ପାଇଁ ମିଳିତ ପ୍ରୟାସ କରିବାକୁ ମଧ୍ୟ ପ୍ରତିଜ୍ଞା କରୁଛୁ। ଆମେ ଏକ ଲିଙ୍ଗଗତ ସମାନ ବିଶ୍ୱ ନିର୍ମାଣ କରିପାରିବା ଯେଉଁଠାରେ ମହିଳା ଏବଂ ଝିଅମାନେ ଭୟ ବିନା ସେମାନଙ୍କର ସ୍ୱପ୍ନକୁ ପୂରଣ କରିପାରିବେ।"
Greetings to all on International Women's Day!
— President of India (@rashtrapatibhvn) March 8, 2025
Today, we celebrate the achievements and contributions of women. We also resolve to make concerted efforts to strengthen the cause of women’s rights, equality and empowerment. Our sisters and daughters are breaking glass ceilings and…
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications