Get Updates
Get notified of breaking news, exclusive insights, and must-see stories!

୭୭ତମ ଗଣତନ୍ତ୍ର ଗଣତନ୍ତ୍ର ଦିବସ ପୂର୍ବରୁ ଜାତି ଉଦ୍ଦେଶ୍ୟରେ ଆସନ୍ତାକାଲି ସମ୍ବୋଧନ କରିବେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୭୭ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଆସନ୍ତାକାଲି ଜାତି ଉଦ୍ଦେଶ୍ୟରେ ଉଦ୍‍ବୋଧନ ଦେବେ । ଏହି ବାର୍ତ୍ତା ଆସନ୍ତାକାଲି ସନ୍ଧ୍ୟା ୭ଟାରେ ସମସ୍ତ ଆକାଶବାଣୀର ସମସ୍ତ ଜାତୀୟ ନେଟ୍‍ୱାର୍କ ଏବଂ ଦୂରଦର୍ଶନ ଚ୍ୟାନେଲ୍‍ରେ ପ୍ରସାରିତ ହେବ ।

president

ରାଷ୍ଟ୍ରପତିଙ୍କ ଏହି ଅଭିଭାଷଣ ହିନ୍ଦୀ ଏବଂ ପରେ ପରେ ଇଂରାଜୀ ଭାଷାରେ ପ୍ରସାରିତ ହେବ । ଦୂରଦର୍ଶନର ବିଭିନ୍ନ ଆଞ୍ଚଳିକ ଚ୍ୟାନେଲ୍‍ରେ ସ୍ଥାନୀୟ ଭାଷାରେ ଏହାର ପ୍ରସାରଣ କରାଯିବ । ଆକାଶବାଣୀରେ ରାତି ୯ଟା ୩୦ ମିନିଟ୍‍ ପରେ ଏହାର ଅନୁବାଦ ଆଞ୍ଚଳିକ ଭାଷାରେ ପ୍ରସାରିତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+