ମିଜୋରାମକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ଭେଟି ; ୧୨୭ ବର୍ଷରେ ମିଜୋରାମରେ ଗଡ଼ିଲା ପ୍ରଥମ ଟ୍ରେନ୍‌

ମିଜୋରାମକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ଭେଟି। ରେଲୱେ ମାନଚିତ୍ରରେ ଯୋଡ଼ି ହେଲା ମିଜୋରାମ । ୧୨୭ ବର୍ଷରେ ମିଜୋରାମରେ ଗଡ଼ିଲା ପ୍ରଥମ ଟ୍ରେନ୍‌। ମିଜୋରାମରେ ପ୍ରଥମ ରେଲୱେ ଲାଇନ୍‌ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ।
-

Prime Minister Modi
ବୈରାବୀ-ସୈରାଙ୍ଗ ରେଲୱେ ଲାଇନ ଉଦ୍‌ଘାଟନ କଲେ । ୩ଟି ନୂଆ ଏକ୍ସପ୍ରେସ୍‌ ଟ୍ରେନ୍‌ର ବି ଶୁଭାରମ୍ଭ କଲେ ।
ମିଜୋରାମରେ ପ୍ରଥମ ରେଲୱେ ଲାଇନ୍‌ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ। ମିଜୋରାମବାସୀଙ୍କ ପାଇଁ ଆଜିର ଦିନ ଐତିହାସିକ ଦିନ କହିଲେ ମୋଦି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+