Get Updates
Get notified of breaking news, exclusive insights, and must-see stories!

୬୧ ହଜାର ଚାକିରି ବାଣ୍ଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନିଯୁକ୍ତିପତ୍ର ପାଇଲେ ୬୧ହଜାରରୁ ଅଧିକ ଯୁବକ, ଯୁବତୀ । ଆଜି ୧୮ତମ ରୋଜଗାର ମେଳା ଅବସରରେ ଏହି ନିଯୁକ୍ତିପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବିଭିନ୍ନ ସରକାରୀ ବିଭାଗରେ ନବନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି ।

MODI

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଏହି ସମୟ ସମ୍ବିଧାନ ପ୍ରତି ଆପଣଙ୍କର ଦାୟିତ୍ୱର ନିକଟତର କରୁଛି । ୨୪ଜାନୁଆରୀରେ ଆମର ସମ୍ବିଧାନ ଜନ ଗଣ ମନକୁ ଜାତୀୟ ସଙ୍ଗୀତ ଭାବରେ ଏବଂ ବନ୍ଦେ ମାତରମକୁ ଜାତୀୟ ଗୀତ ଭାବରେ ଗ୍ରହଣ ହୋଇଥିଲା । ଏହି ନିଯୁକ୍ତିପତ୍ର ଏଖ ପ୍ରକାରେ, ରାଷ୍ଟ୍ର ନିର୍ମାଣ ପାଇଁ ଏକ ନିମନ୍ତ୍ରଣ ପତ୍ର । ଏହା ଏକ ବିକଶିତ ଭାରତ ଆଡକୁ ଦିଗଦର୍ଶନ ଦେବା ପାଇଁ ଏକ ସଂକଳ୍ପ ପତ୍ର ।

ନିଯୁକ୍ତିପତ୍ର ବାଣ୍ଟି ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଗତ ୫-୭ବର୍ଷ ମଧ୍ୟରେ ଯେତେବେଳେ ଆପଣ ସରକାରଙ୍କ ସହିତ ସମ୍ପର୍କ କରିଥିଲେ, ତାହା ସରକାରୀ କାର୍ଯ୍ୟାଳୟ ହେଉ କିମ୍ବା କୌଣସି ଉପାୟରେ କିଛି ଅସୁବିଧାରେ ସମ୍ମୁଖୀନ ହୋଇଥିଲେ କିମ୍ବା କିଛି ତ୍ରୁଟି ଲକ୍ଷ୍ୟ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+