ଜାପାନର ଟୋକିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ବିଶ୍ବର ଏକ ବ୍ରାଣ୍ଡ କହି ମୋଦିଙ୍କୁ ପ୍ରଶଂସା କଲେ ପ୍ରବାସୀ

ଜାପାନର ଟୋକିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା। ବିଶ୍ବର ଏକ ବ୍ରାଣ୍ଡ କହି ମୋଦିଙ୍କୁ ପ୍ରଶଂସା କଲେ ପ୍ରବାସୀ।

ମୋଦିଙ୍କ ପାଇଁ ବିଶ୍ବରେ ଭାରତୀୟଙ୍କ ପରିଚୟ ବଦଳିଯାଇଛି । ୧୫ତମ ଭାରତ-ଜାପାନ ଶିଖର ବୈଠକରେ ଯୋଗଦେବେ ମୋଦି । ଟୋକିଓରେ ମୋଦିଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ।

Prime Minister Narendra Modi in Tokyo
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+