ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୭ ତମ 'ମନ କି ବାତ୍' କାର୍ଯ୍ୟକ୍ରମ ଆରମ୍ଭ, ଛଟ୍ ପାଇଁ ଜଣାଇଲେ ଶୁଭେଚ୍ଛା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୭ ତମ 'ମନ କି ବାତ୍' କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମ ଆରମ୍ଭରୁ ଛଟ୍ ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ । ଛଟ୍ ପର୍ବ ହିଁ ଏକତାର ପ୍ରତୀକ ଅଟେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।
ସ୍ୱଦେଶୀ ଉତ୍ପାଦ କିଣିବାକୁ ଜନସାଧାରଣଙ୍କୁ ମୋଦିଙ୍କ ଆହ୍ବାନ। ଅପରେସନ୍ ସିନ୍ଦୂର ସାରା ଦେଶକୁ ଗର୍ବିତ କରିଛି ବୋଲି କହିଛନ୍ତି ମୋଦି। GSTକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି' । ବଜାରରେ ସ୍ୱଦେଶୀ ଜିନିଷ ପ୍ରତି ଆଗ୍ରହ ବଢିବାରେ ଲାଗିଛି । ୨୦୧୪ ମସିହାରେ ପ୍ରଥମେ ଆରମ୍ଭ ହୋଇଥିଲା 'ମନ କି ବାତ୍' ।

Mann Ki Baat
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+