ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏକ ସୁସ୍ଥ ବିଶ୍ୱ ଗଠନ ପାଇଁ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସୁସ୍ଥ ବିଶ୍ୱ ଗଠନ କରିବା ପାଇଁ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ସରକାର ସ୍ୱାସ୍ଥ୍ୟସେବା ଉପରେ ଧ୍ୟାନ ଦେବା ଏବଂ ଲୋକଙ୍କ ଉତ୍ତମ ସ୍ୱାସ୍ଥ୍ୟର ବିଭିନ୍ନ ଦିଗଗୁଡିକ ଉପରେ ନିବେଶ କରିବା ଜାରି ରଖିବ । ଉତ୍ତମ ସ୍ୱାସ୍ଥ୍ୟ ହେଉଛି ପ୍ରତ୍ୟେକ ସମୃଦ୍ଧ ସମାଜର ମୂଳଦୁଆ ।

Prime Minister

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି:

"ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ, ଆସନ୍ତୁ ଆମେ ଏକ ସୁସ୍ଥ ବିଶ୍ୱ ଗଠନ ପାଇଁ ଆମର ପ୍ରତିବଦ୍ଧତାକୁ ପୁନଃ ଦୋହରାଇବା । ଆମ ସରକାର ସ୍ୱାସ୍ଥ୍ୟ ସେବା ଉପରେ ଧ୍ୟାନ ଦେବା ଏବଂ ଲୋକଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟର ବିଭିନ୍ନ ଦିଗଗୁଡିକ ଉପରେ ନିବେଶ ଜାରି ରଖିବ । ଉତ୍ତମ ସ୍ୱାସ୍ଥ୍ୟ ହେଉଛି ପ୍ରତ୍ୟେକ ସମୃଦ୍ଧ ସମାଜର ମୂଳଦୁଆ!"

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+