Get Updates
Get notified of breaking news, exclusive insights, and must-see stories!

ପ୍ରଧାନମନ୍ତ୍ରୀଙ୍କ ମା' ହୀରାବେନଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ପ୍ରଧାନମନ୍ତ୍ରୀଙ୍କ ମା' ହୀରାବେନଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା' ହୀରା ବେନ୍ ହସ୍ପିଟାଲରେ ଭର୍ତ୍ତି । ଅହମ୍ମଦାବାଦର ଏକ ଡାକ୍ତରଖାନାରେ ଭର୍ତ୍ତି ହେଲେ ହୀରା ବେନ୍ । ଗତକାଲି ରାତିରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ରିପୋର୍ଟ ମୁତାବକ ଏବେ ତାଙ୍କର ରୁଟିନ୍ ଚେକଅପ୍ ଚାଲିଛି ।

Prime Ministers Mother

ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ୯୯ ବର୍ଷୀୟ ହୀରା ବେନଙ୍କ ସ୍ୱାସ୍ଥ୍ୟବସ୍ଥା ରାତିରେ ହଠାତ୍ ବିଗିଡି ଯାଇଥିଲା । ଯାହାପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଭଲ ଥିବା ନେଇ ଅହମଦାବାଦ ସ୍ଥିତ ୟୁଏନ ମେହେତା ଇନଷ୍ଟିଚ୍ୟୁଟ୍ ଅଫ କାର୍ଡିଓଲୋଜି ଆଣ୍ତ ରିସର୍ଚ୍ଚ ସେଣ୍ଟର ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଥାଉ ଯେ, ଗତକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଇ ପ୍ରହ୍ଲାଦ ମୋଦିଙ୍କ କାର୍ ମହୀଶୂର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଗାଡ଼ିରେ ମୋଦିଙ୍କ ଭାଇଙ୍କ ବ୍ୟତିତ ପରିବାରର ଅନ୍ୟ କିଛି ସଦସ୍ୟ ମଧ୍ୟ ରହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+