ଆସନ୍ତାକାଲି ୫୧ ହଜାରରୁ ଊର୍ଦ୍ଧ୍ୱ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ଦେଶର ୪୦ଟି ସ୍ଥାନରେ ଆସନ୍ତାକାଲି ସପ୍ତଦଶ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫୧ ହଜାରରୁ ଊର୍ଦ୍ଧ୍ୱ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ ।

ତାମିଲନାଡ଼ୁରେ ସୂଚନା ଓ ପ୍ରସାରଣ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ୍. ମୁରୁଗାନ ଚେନ୍ନାଇ ଠାରେ, ଆୟୁଷ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ପ୍ରତାପ ରାଓ ଯାଦବ ମଦୁରାଇଠାରେ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ତିରୁଚିରାପଲ୍ଲୀ ଠାରେ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବାର କାର୍ଯ୍ୟସୂଚୀ ରହିଛି ।












Click it and Unblock the Notifications