ୱାୟନାଡରୁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରିୟଙ୍କା ଗାନ୍ଧୀ
Priyanka Gandhi: ଆଜି ନାମାଙ୍କନ ପତ୍ର ଦାଖଲ କଲେ ପ୍ରିୟଙ୍କା ଗାନ୍ଧୀ । ପ୍ରଥମ ଥର ପ୍ରତ୍ୟେକ୍ଷ ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ।ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି । ନାମାଙ୍କନ ଭରିବା ସମୟରେ ପ୍ରିୟଙ୍କା ଗାନ୍ଧୀଙ୍କ ସହ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସମେତ କଂଗ୍ରେସର ବହୁ ହେବିୱେଟ୍ ନେତା ଉକ୍ତ ସ୍ଥାନରେ ଉପସ୍ଥିତ ଥିଲେ । ତେବେ ନାମାଙ୍କନ ଭରିବା ପୂର୍ବରୁ ପ୍ରିୟଙ୍କା ସ୍ଥାନୀୟ ଲୋକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।

ନାମାଙ୍କନ ଦାଖଲ ପରେ ପ୍ରିୟଙ୍କା ଓ ରାହୁଲ ଗାନ୍ଧୀ କଲ୍ଲେପଟ୍ଟା ନ୍ୟୁ ବସ୍ ଷ୍ଟାଣ୍ଡ ନିକଟରୁ ଏକ ରୋଡ ଶୋ'କରିବା ନେଇ ସୂଚନା ରହିଛି । ନଭେମ୍ବର ୧୩ ତାରିଖରେ ୱାୟନାଡ ଉପନିର୍ବାଚନ ହେବ ଏବଂ ୨୩ ତାରିଖରେ ମତଦାନ ଗଣତି ଏବଂ ଫଳାଫଳ ପ୍ରକାଶ ପାଇବ । ତେବେ ଯଦି ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିର୍ବାଚନ ଜିତୁଛନ୍ତି ସେ ପ୍ରଥମ ଥର ପାଇୱ ସଂସଦକୁ ଯିବେ। ଫଳରେ ପ୍ରଥମ ଥର ପାଇଁ ଗାନ୍ଧି ପରିବାରର ୩ ସଦସ୍ୟ ସୋନିଆ ଓ ତାଙ୍କ ପୁଅଝିଅଙ୍କୁ ଏକ ସଙ୍ଗେ ସଂସଦରେ ନଜର ଆସିବେ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications