ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଆଜିଠାରୁ ପ୍ରକ୍ରିୟା ଆରମ୍ଭ
ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେବ। ଆଜି ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରାଯିବ।
ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ କରାଯିବ ନାମାଙ୍କନ ପତ୍ର ଯାଞ୍ଚ ପ୍ରକ୍ରିୟା । ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ହେବ ନାମାଙ୍କନ ପ୍ରତ୍ୟାହାର। ଆବଶ୍ୟକ ହେଲେ ଆସନ୍ତାକାଲି ହେବ ମତଦାନ ।













Click it and Unblock the Notifications