Puducherry Assembly election 2011 : ଅପ୍ରେଲ 6 ତାରିଖରେ ହେବ ପୁଡୁଚେରୀ ବିଧାନସଭା ନିର୍ବାଚନ
କେନ୍ଦ୍ର ଶାସିତ ଅଞ୍ଚଳ ପୁଡ଼ୁଚେରୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଆୟୋଗ । ଆସନ୍ତା ବିଧାନସଭା ନିର୍ବାଚନ ଗୋଟିଏ ପର୍ଯ୍ୟାୟରେ ହେବ ବୋଲି ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗର କମିଶନର ସୁନିଲ ଆରୋରା ।
ନୂଆଦିଲ୍ଲୀ : କେନ୍ଦ୍ର ଶାସିତ ଅଞ୍ଚଳ ପୁଡ଼ୁଚେରୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଆୟୋଗ । ଆସନ୍ତା ବିଧାନସଭା ନିର୍ବାଚନ ଗୋଟିଏ ପର୍ଯ୍ୟାୟରେ ହେବ ବୋଲି ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗର କମିଶନର ସୁନିଲ ଆରୋରା । ଶୁକ୍ରବାର ସାମ୍ବାଦିକ ସମ୍ମିଳନୀ କରି ପୁଡୁଚେରୀ ମତଦାନ ପାଇଁ ତାରିଖ ଘୋଷଣା କରିଛନ୍ତି ।

ପୁଡ଼ୁଚେରୀର 30ଟି ଆସନ ପାଇଁ ଭୋଟ ଗ୍ରହଣ ନିମନ୍ତେ ମାର୍ଚ୍ଚ 12 ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଏହା ପରେ 19 ମାର୍ଚ୍ଚ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ମାର୍ଚ୍ଚ 20 ତାରିଖରେ ଯାଞ୍ଚ ପ୍ରକ୍ରିୟା ଶେଷ ହେବା ସହ ମାର୍ଚ୍ଚ 22ତାରିଖରେ ପ୍ରାର୍ଥୀ ନାମଙ୍କନ ପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ରହିଛି । ଏହା ପରେ ଅପ୍ରେଲ 6 ତାରିଖରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ । ମେ 2 ତାରିଖରେ ଏହାର ଫଲାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଛନ୍ତି ନିର୍ବାଚନ କମିଶନର ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications