‘ପୁଷ୍ପା-୨’ ଅଭିନେତା ବା ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ

ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ । 'ପୁଷ୍ପା-୨' ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ । ସନ୍ଧ୍ୟା ଥିଏଟରରେ ଦଳାଚକଟା ମାମଲାରେ ଜାମିନ ମିଳିଛି । ପୂର୍ବରୁ ଅନ୍ତରୀଣ ଜାମିନରେ ମୁକୁଳିଛନ୍ତି ଅଲ୍ଲୁ ଅର୍ଜୁନ ।

Allu Arjun

ଅଲ୍ଲୁ ପୁଣିଥରେ ଜେଲ ଯିବେ ନାଁ ତାଙ୍କୁ ବେଲ୍ ମିଳିବ ଆଶା ଆଶଙ୍କାରେ ରହିଥିଲେ ଅଲ୍ଲୁଙ୍କ ସମର୍ଥକ । କିନ୍ତୁ ଆଜି ତାଙ୍କୁ ନିୟମିତ ଜାମିନ ଦେଇଛନ୍ତି ହାଇଦ୍ରାବାଦ କୋର୍ଟ । ଡିସେମ୍ବର ୪ ତାରିଖରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ପୁଷ୍ପା-୨ର ସ୍ପେଶାଲ ସ୍କ୍ରିନିଂ ସମୟରେ ଦଳଚକଟା ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଠ ବର୍ଷର ପୁଅ ଗୁରୁତର ଭାବେ ଆହତ ହୋଇଥିଲେ । ଏହି ଘଟଣାକୁ ନେଇ ଚିକ୍କାଡପାଲି ପୋଲିସ ଷ୍ଟେସନରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇଥିଲା । ପରେ ଗିରଫ ହୋଇଥିଲେ ଅଲ୍ଲୁ ଅର୍ଜୁନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+