ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧୀ

Rahul Gandhi: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ କଂଗ୍ରେସ ସାଂସଦ ତଥା ବିରୋଧୀ ସାଂସଦ ରାହୁଲ ଗାନ୍ଧୀ । ଏଥିରେ ପହଲଗାମ ଆତଙ୍କୀ ଆକ୍ରମଣ ଓ ଭାରତର ଆଗାମୀ ରଣନୀତି ପ୍ରସଙ୍ଗରେ ସଂସଦରେ ସ୍ବତନ୍ତ୍ର ଅଧିବେଶନ ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ରାହୁଲ ।

rahul gandhi

ରାହୁଲ ଗାନ୍ଧୀ ଏହି ଚିଠିରେ ଉଲ୍ଲେଖ ଯେ, ସ୍ବତନ୍ତ୍ର ଅଧିବେଶନ ଜରିଆରେ ବିଭିନ୍ନ ସଂସଦୀୟ କ୍ଷେତ୍ରରୁ ପ୍ରତିନିଧିତ୍ବ କରୁଥିବା ସାଂସଦମାନେ ଏକତ୍ରିତ ହୋଇ ଏକତା ଓ ଦୃଢ଼ ପ୍ରତିଜ୍ଞାବଦ୍ଧ ହୋଇପାରିବେ ବୋଲି କହିଛନ୍ତି ରାହୁଲ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+