Odisha Rain: ଆସୁଛି ଆଉ ଏକ ବର୍ଷା, ୨୮ ଓ ୨୯ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

Odisha Rain: ଆସୁଛି ଆଉ ଏକ ବର୍ଷା । ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟରେ କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମାଝଡ ପ୍ରଭାବରେ ବର୍ଷା ଆକଳନ କରାଯାଇଛି ।

Odisha Rain

ସୂଚନା ଅନୁସାରେ, ୨୮ ଓ ୨୯ ତାରିଖରେ ଉତ୍ତର ଓ ଉତ୍ତର ପଶ୍ଚିମ ଓଡିଶାରେ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟରେ ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ଚାଷି । ପୂର୍ବରୁ ବର୍ଷାରେ ଫସଲ ନଷ୍ଟ ଚାଷୀଙ୍କ ସମସ୍ୟା ବଢ଼ାଇଥିବାବେଳେ, ଆଉ ଏକ ବର୍ଷାକୁ ନେଇ ଏବେ ଚାଷି ମୁଣ୍ତରେ ପଡିଛି ଚଡକ । ସେହିପରି ଆଜି ରାଜ୍ୟରେ ପାଗ ଶୁଖିଲା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+