Get Updates
Get notified of breaking news, exclusive insights, and must-see stories!

ବସ୍‌ରେ ଲାଗିଲା ନିଆଁ: ଜଳିଗଲେ ୧୦ରୁ ଅଧିକ ଯାତ୍ରୀ

ରାଜସ୍ଥାନ ଜୈସଲମୈରରେ ବଡ଼ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ୪୦ ଯାତ୍ରୀ ଆହତ ହୋଇଛନ୍ତି । ଖବର ମୁତାବକ, ବସଟି ଜୈସଲମୈରରୁ ଯୋଧପୁର ଯାଉଥିଲା । ହଠାତ୍ ବସରେ ନିଆଁ ଲାଗିବା ଯୋଗୁଁ ବସଟି ରାସ୍ତା ମଝିରେ ଜଳି ଉଠିଥିଲା ।

fire

ଦୁର୍ଘଟଣା ଥଇୟାତ ଗାଁ ଘଟିଛି । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ବସରେ ନିଆଁ ଲାଗିବା ଯୋଗୁଁ ୧୦ ରୁ ୧୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି । ଘଟଣା ପରେ ସ୍ଥାନୀୟ ଲୋକ ଉଦ୍ଧାର କାମରେ ଲାଗିପଡିଥିଲେ । ଆହତଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତ୍ତି କରାଯାଇଛି । ଆଗକୁ ଆଉ ମୃତକଙ୍କ ସଂଖ୍ୟା ବଢିବାରେ ବୋଲି ଅନୁମାନ କରାଯାଉଛି ।

ତେବେ ବସରେ ନିଆଁ କିଭଳି ଲାଗିଲା, ତାହା ଜଣାପଡିନାହିଁ । ଅଗ୍ନିଶମ ଟିମ୍ ଏବଂ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+