Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀ ଭଜନଲାଲ ଙ୍କୁ ହତ୍ୟା ଧମକ, ଜେଲରୁ ଆସିଲା ଧମକପୂର୍ଣ୍ଣ କଲ୍

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କୁ ହତ୍ୟା ଧମକ । ଜୀବନରୁ ମାରିଦେବାକୁ ଧମକ ମିଳିଛି । ଏହି ଧମକପୂର୍ଣ୍ଣ ଫୋନ କଲ୍ ଏକ ଜେଲରୁ ଆସିଛି । ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ସଜା କାଟୁଥିବା ଜଣେ କଏଦୀ ଏଭଳି ଫୋନ୍ କଲ୍ କରିଛି । ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ଦୋସାର ସାଲାବାସ ଜେଲରୁ ମୁଖ୍ୟମନ୍ତ୍ରୀଙ୍କୁ ଧମକପୂର୍ଣ୍ଣ ଫୋନ୍ କଲ୍ ଆସିଛି ।

ଆଜୀବନ ଜେଲଦଣ୍ଡ କାଟୁଥିବା ଦୋଷୀ ରିଙ୍କୁ ଜୟପୁର ପୋଲିସ କଣ୍ଟ୍ରୋଲ ରୁମକୁ ଫୋନ କରି ସିଏମ୍ ଭଜନଲାଲ୍ ଶର୍ମା ଜୀବନରୁ ମାରିଦେବାକୁ କହିଛି । ସୂଚନାଯୋଗ୍ୟ ଦୌସାର ସେଣ୍ଟ୍ରାଲ ଜେଲରୁ ଜୟପୁର ପୋଲିସ କଣ୍ଟ୍ରୋଲ ରୁମକୁ ଏକ ଫୋନ୍ କଲ୍ ଆସିଥିଲା । ମୁଖ୍ୟମନ୍ତ୍ରୀଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି । ଧମକପୂର୍ଣ୍ଣ କଲ୍ ମିଳିବା ପରେ ଜେଲରୁ ତଦନ୍ତ ଆରମ୍ଭ ହୋଇଛି ।

Bhajan Lal Sharma

ତେବେ ଏହା ପ୍ରଥମ ଥର ପାଇଁ ନୁହେଁ, ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଜୀବନରୁ ମାରିବାକୁ ଧମକ ମିଳିଥିଲା । ସେତେବେଳେ ଦୌସା ଜେଲରୁ ଧମକ ମିଳିଥିଲା । ଏଥର ମଧ୍ୟ ଜେଲରୁ ମୁଖ୍ୟମନ୍ତ୍ରୀଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+