ଭୟଙ୍କର ସଡ଼କ ଦୁର୍ଘଟଣାରେ ଗଲା ୫ ଜୀବନ

ଗତକାଲି ବିଳମ୍ବିତ ରାତିରେ ରାଜସ୍ଥାନ ଦୁର୍ଗଗଡର ଏକ ପରିବାରର ୬ ଜଣ ସଦସ୍ୟ କାରରେ ବୁକାନସର୍ ପାଣ୍ଠା ଅଭିମୁଖେ ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଉଥିଲେ। ଗାଡିଟି ସର୍ଦ୍ଦାରସହର ନିକଟରେ ପହଞ୍ଚିବା ବେଳକୁ ସାମ୍ନା ପଟୁ ଆସୁଥିବା ଆଉ ଏକ କାର୍ ଗାଡିଟିକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ କାର ମଧ୍ୟରେ ଥିବା ୬ ଜଣଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇଥିଲା।

accident

ଏହାଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଗାଡି ମଧ୍ୟରୁ ମୃତଦେହ ଉଦ୍ଧାର କରି ପୋଷ୍ଟ ମଟମ୍ ପାଇଁ ପଠାଇବା ସହିତ ଆହତଙ୍କୁ ଉଦ୍ଧାର କରି ମେଡିକାଲ୍ ରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି। ମୃତକଙ୍କ ଘର ଦୁର୍ଗଗଡରେ ହୋଇଥିବା ଜଣାପଡିଛି। ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+