ରାଗିଗଲେ ରାଜନାଥ, କହିଲେ କାହାରିକୁ ଛଡ଼ା ଯିବନି

ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶରେ ଭୀଷଣ ଅସନ୍ତୋଷର ମାହୋଲ ରହିଛି। ସମସ୍ତେ ଆକ୍ରମଣ ପଛରେ ଥିବା ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିକରୁଛନ୍ତି। ଏପରି ପରିସ୍ଥିତିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ କେବଳ ଦୋଷୀମାନେ ନୁହନ୍ତି, ପରଦା ପଛରେ ଥିବା ଲୋକମାନଙ୍କୁ ବି ଛଡ଼ାଯିବ ନାହିଁ ।

rajanath singh

ଆମେ କେବଳ ଏହି କାର୍ଯ୍ୟର ଦୋଷୀମାନଙ୍କ ପାଖରେ ପହଞ୍ଚିବୁ ନାହିଁ ବରଂ ପରଦା ପଛରେ ଥିବା ଲୋକଙ୍କ ପାଖରେ ମଧ୍ୟ ପହଞ୍ଚିବୁ । ଅଭିଯୁକ୍ତମାନେ ଖୁବ୍ ଶୀଘ୍ର ଏକ ଦୃଢ଼ ଏବଂ ସ୍ପଷ୍ଟ ଉତ୍ତର ପାଇବେ, ମୁଁ ଦେଶକୁ ଆଶ୍ୱସ୍ତ କରିବାକୁ ଚାହୁଁଛି।
ସେ କହିଥିଛନ୍ତି, ପହଲଗାମରେ ହୋଇଥିବା କାପୁରୁଷ ଆକ୍ରମଣରେ ଆମେ ଅନେକ ନିର୍ଦ୍ଦୋଷ ଜୀବନ ହରାଇଛୁ। ଏଥିପାଇଁ ଆମେ ବହୁତ ଦୁଃଖିତ। ମୁଁ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ମୋର ସମବେଦନା ପ୍ରକାଶ କରୁଛି । ଆତଙ୍କବାଦ ପ୍ରତି ଆମର ଶୂନ୍ୟ ସହନଶୀଳତା ନୀତି ଅଛି । ମୁଁ ଦେଶବାସୀଙ୍କୁ ଆଶ୍ୱସ୍ତ କରିବାକୁ ଚାହୁଁଛି ଯେ ସରକାର ପ୍ରତ୍ୟେକ ଆବଶ୍ୟକୀୟ ପଦକ୍ଷେପ ନେବେ। ଆମେ କେବଳ ଏହି କାର୍ଯ୍ୟର ଦୋଷୀମାନଙ୍କ ପାଖରେ ପହଞ୍ଚିବୁ ନାହିଁ ବରଂ ପରଦା ପଛରେ ଥିବା ଲୋକଙ୍କ ପାଖରେ ମଧ୍ୟ ପହଞ୍ଚିବୁ । ଅଭିଯୁକ୍ତମାନେ ଖୁବ୍ ଶୀଘ୍ର ଏକ ଦୃଢ଼ ଏବଂ ସ୍ପଷ୍ଟ ଉତ୍ତର ପାଇବେ, ମୁଁ ଦେଶକୁ ଆଶ୍ୱସ୍ତ କରିବାକୁ ଚାହୁଁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+