RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମେଡିକାଲରେ ଭର୍ତ୍ତି

RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମେଡିକାଲରେ ଭର୍ତ୍ତି । ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ତାଙ୍କୁ ଚେନ୍ନାଇର ଆପୋଲୋ ହସପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା RBI ପକ୍ଷରୁ କୁହାଯାଇଛି । ଆଉ ଦୁଇ ତିନି ଘଣ୍ଟା ପରେ ସେ ଡିସଚାର୍ଜ ହୋଇପାରନ୍ତି ।

RBI Governor Shaktikanta Das

ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଓ ଆଗାମୀ ୨-୩ ଘଣ୍ଟା ମଧ୍ୟରେ ଡିସଚାର୍ଜ ହେବେ ବୋଲି ଡାକ୍ତର ସୂଚନା ଦେଇଛନ୍ତି। ଆର୍‌ବିଆଇର ମୁଖପାତ୍ର ତାଙ୍କ ସ୍ବାସ୍ଥ୍ୟ ସଂପର୍କରେ ସୂଚନା ଦେଇ କହିଛନ୍ତି ଯେ ''ଚିନ୍ତା କରିବାର କୌଣସି କାରଣ ନାହିଁ। ସେ ଏବେ ଭଲ ଅଛନ୍ତି ଓ ଖୁବ୍‌ ଶୀଘ୍ର ଡିସ୍‌ଚାର୍ଜ ହେବେ।''

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+