Repo Rate: ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ
Repo Rate Remains Unchanged At 6.5%/ 2024-25 ଆର୍ଥିକ ବର୍ଷ ପାଇଁ ପ୍ରଥମ ମୁଦ୍ରା ନୀତି ଘୋଷଣା କରାଯାଇଛି । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏ ନେଇ ଘୋଷଣା କରିଛନ୍ତି । ମୁଦ୍ରା ନୀତି ଘୋଷଣା କରି ଶକ୍ତିକାନ୍ତ ଦାସ କହିଛନ୍ତି ଯେ ଏଥର ସୁଧ ହାରରେ କୌଣସି ପରିବର୍ତ୍ତନ ହେବ ନାହିଁ । ରେପୋ ରେଟ୍ ବା ସୁଧ ହାରକୁ ୬.୫ ପ୍ରତିଶତରେ ରିଖିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ତିଆ । ତେବେ ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି ।
2024-25 ଆର୍ଥିକ ବର୍ଷ ପାଇଁ ପ୍ରଥମ ମୁଦ୍ରା ନୀତି ଘୋଷଣା କରାଯାଇଛି । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏ ନେଇ ଘୋଷଣା କରିଛନ୍ତି । ମୁଦ୍ରା ନୀତି ଘୋଷଣା କରି ଶକ୍ତିକାନ୍ତ ଦାସ କହିଛନ୍ତି ଯେ ଏଥର ସୁଧ ହାରରେ କୌଣସି ପରିବର୍ତ୍ତନ ହେବ ନାହିଁ । ରେପୋ ରେଟ୍ ବା ସୁଧ ହାରକୁ ୬.୫ ପ୍ରତିଶତରେ ରିଖିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ତିଆ । ତେବେ ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି ।

ଆରବିଆଇ ଗଭର୍ଣ୍ଣର କହିଛନ୍ତି ଯେ ରେପୋ ରେଟରେ କୌଣସି ପରିବର୍ତ୍ତନ ନକରିବାକୁ ମୁଦ୍ରା ନୀତି କମିଟି ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନେଇଛି । ଏହାକୁ ଅପରିବର୍ତ୍ତିତ ରଖି ଏହାକୁ ୬.୫ ପ୍ରତିଶତରେ ରଖାଯାଇଛି । ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ରେପୋ ରେଟେ ହେଉଛି ସୁଧ ହାର ଯେଉଁଥିରେ ବାଣିଜ୍ୟିକ ବ୍ୟାଙ୍କ ଗୁଡିକୁ ଋଣ ମିଳିଥାଏ ।












Click it and Unblock the Notifications