ରେପୋରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ
RBI MPC Meet: ରେପୋରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ । ରେପୋରେଟ୍ ୬.୫%ରେ ଅପରିବର୍ତ୍ତିତ ନେଇ RBIର ସୂଚନା । କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏନେଇ ସୂଚନା ଦେଇଛନ୍ତି । ସପ୍ତମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି । ଯାହା ଫଳରେ ଇଏମଆଇ କ୍ଷେତ୍ରରେ କୌଣସି ଆଶ୍ୱସ୍ତି ମିଳିନାହିଁ ।

ସୂଚନାଥାଉ ଯେ, ଭାରତୀୟ ରିଜର୍ଭ ବ୍ୟାଙ୍କର ଆର୍ଥିକ ନୀତି କମିଟି ବା ଏମପିସି ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ଗତବର୍ଷ ଫେବ୍ରୁଆରୀରେ ଆରବିଆଇ ରେପୋ ରେଟକୁ ୬ ଦଶମିକ ୨୫ ରୁ ୬.୫କୁ ବୃଦ୍ଧି କରିଥିଲେ ରିଜର୍ଭ ବ୍ୟାଙ୍କ ।
ମୁଦ୍ରା ନୀତି କମିଟିର ତିନି ଦିନିଆ ବୈଠକ ପରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଆଜି ରେପୋ ରେଟ୍ ଅପରିବର୍ତ୍ତିତ ନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ରେପୋରେଟ୍ ହାରକୁ ୬.୫୦ ପ୍ରତିଶତରେ ସ୍ଥିର ରଖିବାକୁ ମୁଦ୍ରା ନୀତି କମିଟି ନିଷ୍ପତ୍ତି ନେଇଛି। ତେବେ କ୍ରମାଗତ ସପ୍ତମ MPC ବୈଠକରେ ରେପୋ ହାରରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ରିଜର୍ଭ ବ୍ୟାଙ୍କର MPC ଗତ ଫେବୃଆରୀ ୩୦୨୩ ରେ ଅର୍ଥାତ୍ ୧୪ ମାସ ପୂର୍ବରୁ ରେପୋ ହାରକୁ ପରିବର୍ତ୍ତନ କରିଥିଲା । ସେହି ସମୟରେ ରେପୋ ହାର ବୃଦ୍ଧି କରାଯାଇଥିଲା ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications