Get Updates
Get notified of breaking news, exclusive insights, and must-see stories!

ସେନା ଦିବସ ପାଇଁ ପୁରୀ ବେଳାଭୂମିରେ ଲାଗୁ ହେଲା କଟକଣା, ୪ ଡ଼ିସେମ୍ବରରେ ସମୁଦ୍ରରେ କରିପାରିବେ ସ୍ନାନ

ନୌସେନା ଦିବସ ଉତ୍ସବ ପାଳନ ପାଇଁ ଡିସେମ୍ବର ୪ ରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି। କୌଣସି ପର୍ଯ୍ୟଟକ ସମୁଦ୍ରରେ ସ୍ନାନ କରିପାରିବେ ନାହିଁ। ଏନେଇ ପର୍ଯ୍ୟାପ୍ତ ଲାଇଫ ଗାର୍ଡ ଓ ପୋଲିସ ସମୁଦ୍ର ଉପରେ ତୀକ୍ଷ୍ଣ ନଜର ରଖିବେ ବୋଲି ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।

indian navy

ନୌସେନା ଦିବସ ପାଇଁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବ୍ଲାଙ୍କେଟ ସିକ୍ୟୁରିଟି ମଧ୍ୟରେ ରହିବ ସମ୍ପୂର୍ଣ୍ଣ ଶ୍ରୀକ୍ଷେତ୍ର। ସୁରକ୍ଷା ଦାୟିତ୍ବରେ ବରିଷ୍ଠ ପୋଲିସ ଅଧିକାରୀମାନେ ମୁତୟନ ରହିବେ ବୋଲି ଏସପି କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+