ସାତକୋଶିଆରେ ପର୍ଯ୍ୟଟକଙ୍କ ଉପରେ ଲାଗିଲା କଟକଣା

Odisha News: ସାତକୋଶିଆରେ ପର୍ଯ୍ୟଟକଙ୍କ ଉପରେ ଲାଗିଲା କଟକଣା । ପକ୍ଷୀ ଓ କୁମ୍ଭୀର ଗଣନା ପାଇଁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, କୁମ୍ଭୀର ଗଣନା ପାଇଁ ୫ ତାରିଖ ଅପରାହ୍ନରୁ୯ ତାରିଖ ସକାଳ ପର୍ଯ୍ୟନ୍ତ ଏବଂ ପକ୍ଷୀ ଗଣନା ପାଇଁ ୧୭ ରୁ ୧୮ ତାରିଖ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ । ଏନେଇ ସୂଚନା ଦେଲେ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ତ ଅଧିକାରୀ ।

Satkosia

ସେହିପରି ନଦୀରେ ମାଛ ଧରିବା ପାଇଁ ମଧ୍ୟ ବାରଣ କରାଯାଇଛି । ସାତକୋଶିଆ ମହନଦୀରେ କମ୍ଭୀର ଗଣନା ପାଇଁ ବନ ବିଭାଗ ୧୪ଟି ଦଳ ନିୟୋଜିତ ରହିବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+